ନଭେମ୍ବର ୧୩ରୁ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ

0
678

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୧୩ରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୧୯ରେ ଶେଷ ହେବ। ରାଜ୍ୟ ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିବ। ଏହି ଅଧିବେଶନରେ ୨୦୧୯ – ୨୦୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆସିବାର ଅଛି | ବିଧାନସଭା ସଚିବାଳୟ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ରାଜ୍ୟପାଳ ଅନୁମୋଦନ ଦେଇଥିବା ଜଣାପଡିଛି।

LEAVE A REPLY

Please enter your comment!
Please enter your name here