ବୈଠକରେ ୨୦ଟି ପ୍ରସ୍ତାବକୁ ଅନୁମୋଦନ

0
616

(ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ସେହି ବୈଠକରେ ୨୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା ମିଳିଛି । ପଞ୍ଚାୟତିରାଜ ବିଭାଗର ୭, ଅର୍ଥବିଭାଗର ଗୋଟିଏ ପ୍ରସ୍ତାବ ଅନୁମୋଦିତ ହୋଇଛି । ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟ ଓ ବୈଷୟିକ ଶିକ୍ଷାର ପ୍ରସ୍ତାବକୁ ଅନୁମୋଦିତ ହୋଇଛି । ସେହିପରି ଶିଳ୍ପ ବିଭାଗର ୨ଟି ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here