ଯୋଗୀମାରି ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳନ

0
628

ଭଞ୍ଜନଗର (ନ୍ୟୁଜଏକ୍ସଟ୍ରା ବ୍ୟୁରୋ ) : ଭଞ୍ଜନଗର ସIନକୋଦଣ୍ଡI ଗ୍ରାମ ପଂଚାୟତର ଯୋଗୀମାରି ପ୍ରାଥମିକ ବିଦ୍ୟାଳୟରେ ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳନ କରାଯାଇଛି।ଏହି କାଯ୍ୟକର୍ମ ରେ ସମସ୍ତ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।ଏଥିରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଙ୍କ ଜୀବନୀ ଉପରେ ନିଜର ମତ ପ୍ରକାଶ କରିଥିଲେ ଓ ତାହା ଛାତ୍ର ଛାତ୍ରୀ ମାନକୁ ବୁଝାଇବା ସହ ଛାତ୍ର ଛାତ୍ରୀ ମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଗୌର ହରି ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here