କବିସୂର୍ଯ୍ୟ ବଳଦେବ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ

0
590

କବିସୂର୍ଯ୍ୟନଗର (ନ୍ୟୁଜଏକ୍ସଟ୍ରା ବ୍ୟୁର): କବିସୂର୍ଯ୍ୟନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ପରିସରରେ ରାଜ୍ୟସ୍ତରୀୟ କବିସୂର୍ଯ୍ୟ ବଳଦେବ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଓଡିଶା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ମାନ୍ୟବର ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି। ବିଧାୟିକା କବିସୂର୍ଯ୍ୟନଗର,ବିଧାୟକ ଛତ୍ରପୁର,ବିଧାୟକ ବ୍ରହ୍ମପୁର,ବିଧାୟକ ସୋରଡ଼ା ,ବିଧାୟକ ପୋଲସରା ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here