ବି.କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ

0
540

(ନ୍ୟୁଜଏକ୍ସଟ୍ରା ବ୍ୟୁର) : ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳନ ହୋଇଯାଇଛି । ଓଡ଼ିଶା ଜଙ୍ଗଲ ଓ ପରିବେଶ ସଂସଦୀୟ ବ୍ୟାପାର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସୁବର୍ଣ୍ଣ ଜୟନ୍ତୀ ପ୍ରକୋଷ୍ଠକୁ ଉଦଘାଟନ କରିଛନ୍ତି । ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି । ବୁଗୁଡା ବ୍ଲକ ଅଧ୍ୟକ୍ଷା, ଜିଲ୍ଲା ପରିଷଦ, ତହସିଲଦାର, ସମିତିସଭ୍ୟ,କମିଟି ବୃନ୍ଦ,ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here