ଚାରି ଜୁଆଡି ଗିରଫ

0
779

ଭଞ୍ଜନଗର(ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ଜଗନ୍ନାଥପ୍ରସାଦ ପୋଲିସ ଗତକାଲି ଅଚାନକ ଛାମୁଣ୍ଡା ଗ୍ରାମ ନିକଟରେ ଚାଲିଥିବା ଏକ ଜୁଆ ଆଡ଼। ଉପରେ ଚଢ଼ାଉ କରି ଚାରି ଜଣଙ୍କୁ ଗିରଫ କରିଛି । ପୋଲିସ ସେମାନଙ୍କ ଠାରୁ ନଗଦ ୨୪୦୦୦ ଟଙ୍କା ମଧ୍ୟ ଜବତ କରିଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here