73ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବ୍ରହ୍ମପୁର ଉପାଖଣ୍ଡସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

0
614

ବ୍ରହ୍ମପୁର୨୦/୭(ନ୍ୟୁଜଏକ୍ସଟ୍ରା ବ୍ୟୁରୋ) ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଉପଜିଲ୍ଲାପାଳ ଦିଗନ୍ତ ରାଉତରାୟ ଅଧ୍ୟକ୍ଷତା କରିଥିଲେ। ଏଥିରେ ଡ଼ିଏସପି ଅଜୟ କୁମାର ମିଶ୍ର, ତହସିଲଦାର ଦୟାମୟ ପାଢ଼ୀ, ରିଜର୍ଭ ଇନ୍ସପେକ୍ଟର ଦିଲୀପ କୁମାର ବେହେରା ଏବଂ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମୟ ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ ସହରର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପ୍ରତିନିଧି ଯୋଗ ଦେଇଥିଲେ।

LEAVE A REPLY

Please enter your comment!
Please enter your name here