ଓଡ଼ିଶାରେ ପଞ୍ଚମ କରୋନା ରୋଗୀ ଚିହ୍ନଟ

0
372

ଭୁବନେଶ୍ବର (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ୍ ଜରିଆରେ ସୂଚନା ଦିଆଯାଇଛି। ବୁଧବାର ରାତିରେ ଚିହ୍ନଟ ହୋଇଥିବା ଏହି ୬୦ ବର୍ଷୀୟ ବ୍ୟକ୍ତି ଜଣକ ରାଜଧାନୀର ସୂର୍ଯ୍ୟ ନଗର ଅଞ୍ଚଳର ସେ ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here