ଓଡ଼ିଶାରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

0
310

କଟକ (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ଓଡ଼ିଶାରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷଷ୍ଠ କରୋନା ପଜିଟିଭ ଜଣଙ୍କ କଟକର ହୋଇଥିବା ସୂଚନା ମିଳିଛି । ଷଷ୍ଠ ଆକ୍ରାନ୍ତ ବ୍ୟକ୍ତି ଦିଲ୍ଲୀରୁ ଫେରିଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here