ଓଡିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି

0
382

ଭୁବନେଶ୍ୱର (ନ୍ୟୁଜଏକ୍ସଟ୍ରା ବ୍ୟୁରୋ) : ରାଜଧାନୀ ଭୁବନେଶ୍ୱରରେ ପୁଣି ୩ ଜଣ କୋଭିଡ୍ -୧୯ ପଜେଟିଭ୍ ଚିହ୍ନଟ ହୋଇଥିବା ଫଳରେ ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଏହି ତିନିଜଣ ରୋଗୀ ଭୁବନେଶ୍ୱର ବମିଖାଲ ଅଞ୍ଚଳର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରାଳୟ ପକ୍ଷରୁ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପ୍ରଥମ ଓ ଦ୍ୱିତୀୟ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ୭ରେ ପହଞ୍ଚିଛି ।

LEAVE A REPLY

Please enter your comment!
Please enter your name here